ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୮ କୋଟିରୁ ଅଧିକ କୃଷକଙ୍କୁ ପ୍ରଧାନମନ୍ତ୍ରୀ କିସାନ ସମ୍ମାନନିଧି ଯୋଜନା ଅନ୍ତର୍ଗତ ୧୫ତମ କିସ୍ତି ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଆଜି ଝାଡ଼ଖଣ୍ଡର ଖୁଣ୍ଟି ଠାରେ ଆୟୋଜିତ ଏକ ସମାରୋହରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରି ଏହି ଅବସରରେ ୧୫ତମ କିସ୍ତି ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ୧୮୦୦୦ କୋଟି ଟଙ୍କା ମୂଲ୍ୟର ୮ କୋଟିରୁ ଅଧିକ ଚାଷୀଙ୍କୁ ଉପକୃତ କରିବା ପାଇଁ ଏହି ରାଶି ବଣ୍ଟନ କରିଛନ୍ତି।






More Stories
ହଟିବନି ଟେଲିଗ୍ରାମ ବ୍ୟାନ…..
ପୁନର୍ବାର ସୀମା ପୁନଃନିର୍ଦ୍ଧାରଣ ବିଲ୍ ଆଗତ ଲକ୍ଷ୍ୟରେ ବିଜେପି……
ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ବଡ ତ୍ରୁଟି; ବହିରେ ୧୬୭୮ଟି ଭୁଲ ଚିହ୍ନଟ…..