ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଅପରାହ୍ନରେ ନୂତନ ରୋପ୍ ୱେର ଉଦଘାଟନ କରିବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ। ଉଦଘାଟନ ପରେ ଏହା ଆସନ୍ତା କାଲିଠାରୁ ପର୍ଯ୍ୟଟକଙ୍କ ପାଇଁ ଉପଲବ୍ଧ ହେବ। କାଲିଠାରୁ ରୋପ ୱେରେ ବସି ପର୍ଯ୍ୟଟକ ମଜା ନେଇପାରିବେ। ପୂର୍ବରୁ ନନ୍ଦନ କାନନରେ ରୋପ୍ ୱେ ବ୍ୟବସ୍ଥା ଥିଲା। ଦୀର୍ଘ ବର୍ଷ ହେବ ଏହା ଅଚଳ ପଡ଼ିଥିଲା। ପରେ ପୁଣି ଥରେ ଏହାର ପୁନରୁଦ୍ଧାର କାର୍ଯ୍ୟ କରାଯାଇଛି। ରୋପ ୱେ ଦ୍ୱାରା ପର୍ଯ୍ୟଟକମାନେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ଉଦ୍ଭିଦ ଉଦ୍ୟାନକୁ ଯାତ୍ରା କରିପାରିବେ। ଏଥିସହ ପ୍ରାକୃତିକ ସୌନ୍ଦର୍ଯ୍ୟର ମଜା ନେଇପାରିବେ।






More Stories
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..