ରିପୋର୍ଟ କାର୍ଡ / ଭୁବନେଶ୍ୱର
ସାଲୁଗା ପ୍ରଧାନ ହେଲେ ବିଧାନସଭା ଉପବାଚସ୍ପତି ପ୍ରାର୍ଥୀ। କନ୍ଧମାଳ ଜିଲ୍ଲା ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ଉପବାଚସ୍ପତି ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ୨୦୦୦ରୁ ୨୦୦୪ ଓ ୨୦୧୯ରେ ବିଧାୟକ ଭାବେ ସେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକଟ କରିଛନ୍ତି ବୋଲି ନାମାଙ୍କନ ଦାଖଲ ପରେ ସାଲୁଗା ପ୍ରଧାନ ନିଜ ପ୍ରତିକ୍ରିୟାରେ କହିଛନ୍ତି। ଚଳିତମାସ ୮ରେ ଉପବାଚସ୍ପତି ପଦରୁ ରଜନୀକାନ୍ତ ସିଂ ଇସ୍ତଫା ଦେବା ପରେ ଉପବାଚସ୍ପତି ପଦ ଖାଲି ପଡିଥିଲା।






More Stories
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..
୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..