ରିପୋର୍ଟ କାର୍ଡ / ବୌଦ୍ଧ
ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବୌଦ୍ଧ ଜିଲ୍ଲା ବାଉଁସୁଣି ଥାନା ସବ୍-ଇନ୍ସପେକ୍ଟର ବିକ୍ରମ କିଶୋର ଦେହୁରୀ । ୧୫ ହଜାର ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି। ଏକ ଜବତ ବାଇକ୍କୁ ଛାଡ଼ିବାକୁ ସେ ଫୋନ୍ ପେ’ରେ ଲାଞ୍ଚ ଅର୍ଥ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଉକ୍ତ ଜବତ ଗାଡ଼ିକୁ ଛାଡ଼ିବା ପାଇଁ କୋର୍ଟ ଅନୁମତି ଦେଇଥିବା ସତ୍ତ୍ୱେ ସେ ଲାଞ୍ଚ ମାଗିଥିଲେ। ଏହି ଗାଡ଼ି ପାଇଁ ସେ ପୂର୍ବରୁ ମଧ୍ୟ ୨୦ ହଜାର ନେଇଥିବା ସୂଚନା ମିଳିଛି।






More Stories
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
୨୭ରୁ ପୁଣି ବଡ଼ ବର୍ଷା…..
ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ……