ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶୀତକାଳୀନ ଅଧିଵେଶନର ଦ୍ଵିତୀୟ ଦିନରେ ଗୃହକାର୍ଯ୍ୟ ଆରମ୍ଭରୁ ହଟଗୋଳ ଦେଖିବାକୁ ମିଳିଛି | ଆଦିବାସୀ ଜମି ବିକ୍ରି ପ୍ରସଙ୍ଗକୁ ନେଇ ଗୃହରେ ବିରୋଧୀ ବିଜେପି ଓ କଂଗ୍ରେସ ହୋହାଲ୍ଲା କରିଥିଲେ | ଗୃହକୁ ଦିନ ୧୨ ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ |
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..