ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୬ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ସମ୍ଭାବନା ନେଇ ଆଜି ପାଣି ପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଲଘୁଚାପ ସୃଷ୍ଟି ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ୨୭ ତାରିଖ ବେଳକୁ ଲଘୁଚାପ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇପାରେ। ଲଘୁଚାପ ଓ ଅବପାତ ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..