ରିପୋର୍ଟ କାର୍ଡ / ନୟାଗଡ଼
ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ସବରେଜିଷ୍ଟ୍ରାର୍ ଶାଶ୍ବତ କୁମାର ପଟ୍ଟନାୟକ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାର ଛଅଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍। ନୟାଗଡ଼ ଏବଂ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୁବନେଶ୍ୱରର ଭିଜିଲାନ୍ସ ସ୍ପେଶାଲ୍ ଜଜଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର କ୍ଷମତା ବଳରେ ୮ଜଣ ଡିଏସପି, ୬ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ ଜାରିରହିଛି ।






More Stories
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..