ରିପୋର୍ଟ କାର୍ଡ / ଢେଙ୍କାନାଳ
ଇଟାଭାଟିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିଙ୍କର ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ କଣ୍ଟାବଣିଆ ଥାନା ମାନପୁର ଗାଁରେ । ଜେନେରେଟର ଧୂଆଁରେ ଶ୍ୱାସୁରୁଦ୍ଧ ହୋଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏଥିରେ ଆଉ ଜଣେ ଶ୍ରମିକ ଗୁରୁତର ହୋଇଥିଇଥିବାରୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।






More Stories
ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ…..
ପୀତବାସ ହତ୍ୟା ମାମଲାର: ଡାକ୍ତରଙ୍କ ମୋବାଇଲ ଫୋନ ଜବତ…..
ରାଜ୍ୟସଭା ନିର୍ବାଚନ କ୍ରସ୍ ଭୋଟିଂ ମାମଲା:ଆଜି ଶୁଣାଣି…..