ରିପୋର୍ଟ କାର୍ଡ / କଟକ
କଟକର ରାସ୍ତାକଡ଼ରେ ଥିବା ମାଛ ଓ ମାଂସ ଦୋକାନରେ ସିଏମସି ଚଢ଼ାଉ କରିଛି। ବିଜୁପଟ୍ଟନାୟକ ଛକ ସହ ବିଭିନ୍ନ ଛକରେ ସିଏମସି ଏନଫୋର୍ସମେଣ୍ଟ ଟିମ୍ ଆଜି ଏହି ଚଢ଼ାଉ କରିଛି। ସିଏମସି ଡେପୁଟି କମିଶନରଙ୍କ ନେତୃତ୍ୱରେ ଏହି ଚଢ଼ାଉ କରଯାଇଛି। ଚଢ଼ାଉ ବେଳେ ମାଂସ ସହ ମାଂସ କାଟିବା ଯନ୍ତ୍ରାଂଶ ମଧ୍ୟ ଜବତ କରାଯାଇଛି। ରାସ୍ତାକଡ଼ରେ ମାଛ ଓ ମାଂସ ନ କାଟିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏନେଇ ହାଇକୋର୍ଟ ସିଏମସିକୁ କଡ଼ା ତାଗିଦ କରିଥିଲେ।






More Stories
ପୀତବାସ ହତ୍ୟା ମାମଲାର: ଡାକ୍ତରଙ୍କ ମୋବାଇଲ ଫୋନ ଜବତ…..
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….