ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବନିର୍ବାଚିତ ବିଧାୟକ ଭଜନ ଲାଲ ଶର୍ମା। ଆଜି ରାଜ୍ୟପାଳ କଲରାଜ ମିଶ୍ରା ତାଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ଭଜନ ଲାଲଙ୍କ ସମେତ ଦୀୟା କୁମାରୀ ଓ ପ୍ରେମଚାନ୍ଦ ବୈରୱା ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଞ୍ଚ ଉପରେ ଉପସ୍ଥିତ ଥିଲେ। ତାଙ୍କ ସହ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ସାମିଲ ଥିଲେ।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..