ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆପ୍ ଆଜି ଜାଟ୍ ନେତା ରଘୁଭିନ୍ଦରୀ ଶୋକୀନଙ୍କୁ ମନ୍ତ୍ରୀ ଭାବେ ନିଯୁକ୍ତ କରିଛି। କୈଳାଶ ଗେହଲଟ ମନ୍ତ୍ରୀ ପଦ ସହ ଆପ୍ ଛାଡ଼ିବାର ୨୪ ଘଣ୍ଟା ନ ପୁରୁଣୁ ଆପ୍ ଶୋକୀନଙ୍କୁ ମନ୍ତ୍ରୀ କରିବା ଚର୍ଚ୍ଚା ର ବିଷୟ ପାଲଟିଛି । ଦିଲ୍ଲୀ ଭୋଟରେ ଜାଟ୍ ସଂପ୍ରଦାୟର ଗୁରୁତ୍ୱ ରହିଛି। ବିଶେଷ କରି ଆଉ ପ୍ରାୟ ୩ ମାସ ପରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଶୋକୀନଙ୍କୁ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କ୍ୟାବିନେଟରେ ସାମିଲ କରାଯାଇଛି। ରବିବାର ଆପ୍ ଛାଡ଼ିଥିବା କୈଳାଶ ଗେହଲଟ ସୋମବାର ବିଜେପିରେ ମିଶିଛନ୍ତି।






More Stories
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..
୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ…..
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ…..