ରିପୋର୍ଟ କାର୍ଡ/ ବୌଦ୍ଧ
ଯାତ୍ରୀବାହୀ ବସ୍ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି | ଫଳରେ ୧୨ ଜଣ ଆହତ ହୋଇଛନ୍ତି। ବୌଦ୍ଧ ପୁରୁଣାକଟକ ଥାନା ଚାରିଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା। ଆହତମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ବୌଦ୍ଧ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି।






More Stories
ମୌସୁମି ଆସିବାକୁ ନେବ ଆଉ ଦୁଇଦିନ ଅଧିକ…..
‘ସଂକଳ୍ପରୁ ସିଦ୍ଧି’…..
୧୫ IPS ଅଫିସରଙ୍କୁ ୧୭ ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ…..