ରିପୋର୍ଟ କାର୍ଡ / ସମ୍ବଲପୁର
ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଛି ଶୁଭମ୍ ନାମକ ଯାତ୍ରୀବାହୀ । ଦୁର୍ଘଟଣାରେ ୧୦ରୁ ଅଧିକ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି | ଦୁର୍ଘଟଣାଟି ସମ୍ବଲପୁର ଜିଲ୍ଲା ଚାରମାଳ ଥାନା ଅନ୍ତର୍ଗତ ନୂଆପଡ଼ା ଛକ ବୁଲାଣୀ ନିକଟରେ ଘଟିଛି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ବୁର୍ଲା ମେଡିକାଲ କୁ ପଠାଯାଇଛି | ବସଟି ୫୦ଜଣରୁ ଅଧିକ ଯାତ୍ରୀ ନେଇ ଭୁବନେଶ୍ୱରରୁ ହୀରାକୁଦ ଅଭିମୁଖେ ଯାଉଥିଲେ। ନୂଆପଡ଼ା ଛକ ନିକଟରେ ଆଜି ଭୋର ୫ଟା ସମୟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।






More Stories
ବ୍ୟବସ୍ଥିତ ଢ଼ଙ୍ଗରେ ଗଣତି…..
ଆଜି ହେଉଛି ପଣା ସଂକ୍ରାନ୍ତି,ଓଡ଼ିଆ ନବବର୍ଷ……
ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬….