ରିପୋର୍ଟ କାର୍ଡ / ମୟୁରଭଞ୍ଜ
ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି | ମୃତ୍ୟୁ ସଂଖ୍ୟା ବୃଦ୍ଧି ୫ରେ ପହଞ୍ଚି ଥିବା ବେଳେ ୧୨ରୁ ଅଧିକ ଗୁରୁତର ହୋଇଛନ୍ତି।ଗୁରୁତରଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାର ଶିକାର ହୋଇଥିବା ଗାଡ଼ିଟି ଧଉଳି ଗଣନାଟ୍ୟର ଗାଡ଼ି ବୋଲି ଜଣାଯାଇଛି। ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଟ୍ରକଟି ରାଇରଙ୍ଗପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିଲା। ଗାଡିରେ ଲାଇଟ୍ ସରଞ୍ଜାମ ନେଇ କର୍ମଚାରୀମାନେ ଯାଉଥିଲେ।






More Stories
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..