ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜଧାନୀ ଭୁବନେଶ୍ୱରରେ ସିରିଜ୍ ଦୁର୍ଘଟଣା ହୋଇଛି । ଜୟଦେବ ବିହାରରୁ ଜାଭିୟର ଛକ ମଧ୍ୟରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ମଦ୍ୟପ କାର୍ ଚାଳକ ଏକାଧିକ ଗାଡ଼ିକୁ ଧକ୍କା ଦେଇଥିଲେ | ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ନୟାପଲ୍ଲୀ ଥାନା ପୋଲିସ ମଦ୍ୟପ କାର୍ ଚାଳକକୁ ଅଟକ ରଖିଥିବା ଜଣାପଡିଛି |






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..