ରିପୋର୍ଟ କାର୍ଡ / ଭବାନୀପାଟଣା
କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅଧୀନ ୨୬ ନମ୍ବର ଜାତୀୟ ରାଜପଥ ଚାଞ୍ଚେର ନିକଟରେ ଏକ ବସ୍-କାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ କାରରେ ବସିଥିବା ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଭବାନୀପାଟଣା ଇରିଗେଶନ କଲୋନୀର ଦିନେଶ କୁମାର ନାୟକ ଏବଂ ଦିଲୀପ କୁମାର ଗୋଚ୍ଛାୟତ ବୋଲି ଜଣାପଡିଛି। କେସିଙ୍ଗା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..