ରିପୋର୍ଟ କାର୍ଡ / ନୟାଗଡ଼
ବସ୍ ଓ ଗ୍ୟାସ୍ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି | ନୟାଗଡ଼ ଜିଲ୍ଲା ଦଶପଲ୍ଲା ଟାକରା ଘାଟିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏଥିରେ ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ବସ୍ ଡ୍ରାଇଭର ଗୁରୁତର ହୋଇଛନ୍ତି ।ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..