ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରସୁଲଗଡ ଛକ ନିକଟରେ ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଜଣେ ସ୍କୁଟି ଆରୋହୀଙ୍କୁ ଏକ ଟ୍ରକ ଧକ୍କା ଦେବାରୁ ତାଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଟ୍ରକ ସହ ଚାଳକ ଘଟଣା ସ୍ଥଳରୁୁ ଫେରାର ହୋଇ ଯାଇଛି। ସ୍କୁଟି ଆରୋହୀଙ୍କ ମୁଣ୍ଡ ଉପରେ ଟ୍ରକଟି ଚଢି ଯାଇଥିଲା। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..