ରିପୋର୍ଟ କାର୍ଡ / ଦେବଗଡ଼
ଏନଏଚ୍ ୪୯ ତିଲେଇବଣି ଛକରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ହୋଇଛି । ଏକ ଶଗଡ଼କୁ ପଛପଟୁ ଟ୍ରକ୍ ଧକା ଦେବା ଫଳରେ ଦମ୍ପତିଙ୍କ ସହ ୨ଟି ବଳଦଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରକ୍ ଛାଡ଼ି ଡ୍ରାଇଭର ଫେରାର ହୋଇଯାଇଛି । ଏନେଇ ଖବର ପାଇବା ପରେ ଦୁର୍ଘଟଣାସ୍ଥଳରେ ପୁଲିସ ପାହଞ୍ଚି ତଦନ୍ତ ଆରମ୍ଭ କରିଛି । ଘଟଣାସ୍ଥଳରେ ଉତ୍ତେଜନା ମଧ୍ୟ ଲାଗିରହିଛି । ଉତ୍ତ୍ୟକ୍ତ ଲୋକମାନେ ରାସ୍ତାରୋକ କରିଛନ୍ତି । ଦେବଗଡ଼-ସମ୍ବଲପୁର ଯାତାୟାତ ବାଧାପ୍ରାପ୍ତ ହୋଇଛି ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..