Report Card Odisha

| Daily Odia News

ଅଚ୍ୟୁତଙ୍କୁ ହାଇଲେବୁଲ କମିଟିରେ ହାଜର ହେବାକୁ ନିର୍ଦ୍ଦେଶ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

କିଟ ଛାତ୍ରୀ ଘଟଣାରେ ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Breaking News