ରିପୋର୍ଟ କାର୍ଡ / କଟକ
ଦିବଂଗତ ଅଭିନେତା ସ୍ବର୍ଗତ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ହୋଇଛି । ଗତକାଲି ରାତିରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି । ମାତ୍ର ୨୬ ବର୍ଷ ବୟସରେ ଅକ୍ଲାନ୍ତ ଦାସଙ୍କ ପରଲୋକ ହୋଇଛି । ଅକ୍ଲାନ୍ତ ଗତ କିଛି ଦିନ ହେବ ଲିଭର ଜନିତ ରୋଗରେ ଆକ୍ରାନ୍ତ ଥିଲେ । ତାଙ୍କୁ ଭୁବନେଶ୍ୱର ଏମ୍ସ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା । ଗତ ମାସେ ହେଲା ଅକ୍ଲାନ୍ତ ଏମ୍ସରେ ଭର୍ତ୍ତି ହୋଇଥିବା ବେଳେ ଗତକାଲି ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି ।






More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି……
ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ…..
ମହିଳାଙ୍କୁ ଟାଣିନେଲା କୁମ୍ଭୀର…..