ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତାମିଲ-ମଲୟାଲମ ଅଭିନେତ୍ରୀ ଅରୁନ୍ଧତୀ ନାୟର ଭେଣ୍ଟିଲେଟରରେ ଥିବା ଜଣାପଡିଛି। ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ ଅରୁନ୍ଧତୀ | ଦୁର୍ଘଟଣା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଏବେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଏବେ ସେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣାଇ ତାଙ୍କ ପାଇଁ ପ୍ରାର୍ଥନା କରିବାକୁ ଅନୁରୋଧ କରିଛନ୍ତି ଅରୁନ୍ଧତୀଙ୍କ ଭଉଣୀ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….