ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୁକ୍ରବାର ଅପରାହ୍ନରେ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟ ଆଗତ କରିଥିଲେ। ବଜେଟ ଆଗତ ହେବା ପରେ ଗୃହକୁ ଶନିବାର ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରାଯାଇଥିଲା। ଏହି ଅତିରିକ୍ତ ବଜେଟ ମାଧ୍ୟମରେ ରାଜ୍ୟର ଶିକ୍ଷା, କୃଷି, ସ୍ଵାସ୍ଥ୍ୟ, ଗମନାଗମନ, ଶିଳ୍ପ, ସଂସ୍କୃତି, ମହିଳା ସଶକ୍ତୀକରଣ ଆଦି ବିଭାଗର ବିକାଶମୂଳକ କାର୍ଯ୍ୟ କରାଯିବ।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ…..