ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ ମିଳିଛି। ଆଜି ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମ ମାର୍ଣ୍ଡିଙ୍କୁ ଏହି ଦାୟିତ୍ୱ ମିଳିଛି। ଦାୟିତ୍ୱ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁଦାମ ମାର୍ଣ୍ଡି କୃତଜ୍ଞତା ଜଣାଇଛନ୍ତି। ସୂଚନା ଯୋଗ୍ୟ, ବିଧାନସଭାରେ ବିଜେଡି ପ୍ରାର୍ଥୀ ଭାବେ ବାଚସ୍ପତି ପଦ ପାଇଁ ଗୁରୁବାର ପ୍ରମିଳା ମଲ୍ଲିକ ନାମାଙ୍କନ ଦାଖଲ କରିଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..