ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ଚଳିତବର୍ଷ ଆଦିବାସୀ ମେଳା ଫେବୃୟାରୀ ୧୫ରୁ ୨୪ତାରିଖ ପର୍ଯ୍ୟନ୍ତ ଆୟୋଜନ ହେବ । ଏହି ମେଳା ଚଳିତବର୍ଷ ୟୁନିଟ-୧ ଆଦିବାସୀ ପଡ଼ିଆରେ ହେବ । ରାଜଧାନୀରେ ଆଦିବାସୀ ହାଟ ଭଳି ପରିବେଶ ସୃଷ୍ଟି କରୁଥିବା ଏହି ପଡ଼ିଆରେ ଗତ ୨୦୧୮ ମସିହା ପରଠୁ ଆଦିବାସୀ ମେଳା ହୋଇନାହିଁ । ୨୦୧୮ ମସିହାରେ ବାର୍ଷିକ ଆଦିବାସୀ ମେଳାର ସ୍ଥାନକୁ ୟୁନିଟ-୧ ସ୍ଥିତ ‘ଆଦିବାସୀ ପଡ଼ିଆ’ରୁ ୟୁନିଟ-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆକୁ ସ୍ଥାନାନ୍ତର କରାଯାଇଥିଲା | କିନ୍ତୁ ଚଳିତବର୍ଷ ‘ଆଦିବାସୀ ପଡ଼ିଆ’ରେ ‘ଆଦିବାସୀ ମେଳା-୨୦୨୩’ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି ।
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
କମିଲା ଗ୍ୟାସ୍ ଦର……
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..