ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବିଜେପି ଭେଟରାନ ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣିଥରେ ବିଗିଡ଼ିଛି। ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାକୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦିଲ୍ଲୀ ସ୍ଥିତ ଆପୋଲୋ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯିବା ପରେ ତାଙ୍କର ଚିକିତ୍ସା ସ୍ୱତନ୍ତ୍ର ଡାକ୍ତରୀ ଟିମ ଆରମ୍ଭ କରିଛନ୍ତି।ହସ୍ପିଟାଲର ଡାକ୍ତର ବିନୀତ ସୁରୀ କହିଛନ୍ତି, ବର୍ତ୍ତମାନ ଆଡଭାନୀଙ୍କୁ ଅବଜରଭେସନରେ ରଖାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।






More Stories
ଲୋକସଭାରେ ଟ୍ରାନ୍ସଜେଣ୍ଡର ବିଲ୍ ଗୃହୀତ…..
ଧର୍ମ ପରିବର୍ତ୍ତନକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ….
ଏପ୍ରିଲ ୯ ସୁଦ୍ଧା ଶେଷ ହେବ ଯୁଦ୍ଧ !…..