ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଫଗାନିସ୍ତାନର ରାଜଧାନୀ କାବୁଲର ପଶ୍ଚିମାଞ୍ଚଳରେ ଥିବା ଏକାଧିକ ସ୍କୁଲକୁ ଟାର୍ଗଟ କରି ଆଜି ବଡ଼ ବଡ଼ ବିସ୍ଫୋରଣ ହୋଇଛି | ବିସ୍ଫୋରଣରେ ୨୫ ଶିକ୍ଷାର୍ଥୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ସ୍କୁଲ ପିଲାମାନେ ପାଠପଢିବାକୁ ଶ୍ରେଣୀ ଗୃହକୁ ଯାଉଥିବା ସମୟରେ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି। ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ଅବଦୁଲ୍ ରହିମ ଶହୀଦ ହାଇସ୍କୁଲ ନିକଟରେ ଲଗାତର ୩ଟି ବିସ୍ଫୋରଣ ନେଇ ସୂଚନା ଦେବା ସହ କହିଛି ଯେ, ଘଟଣାର ତଦନ୍ତ ଆରମ୍ଭ ହୋଇଛି ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..