ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଫଗାନିସ୍ତାନର ହେରାତ ପ୍ରାନ୍ତର ଗୁଜରଗାହ ମସଜିଦରେ ବଡ଼ ଧରଣର ବିସ୍ଫେୋରଣ ହୋଇଛି। ଏଥିରେ ମସଜିଦର ଇମାମ ମୁଜୀବ ରହମାନ ଅଂସାରୀଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ମିଳିଛି | ମେଡିଆ ରିପୋର୍ଟ ଅନୁସରେ- ତେବେ ବିସ୍ଫୋରଣରେ ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି | ଆଗକୁ ମୃତକଙ୍କ ସଂଖ୍ୟା ବଢିବା ଆଶଙ୍କା କରାଯାଉଛି । ମସଜିଦରେ ନମାଜ ପାଠ କରାଯାଉଥିବା ସମୟରେ ଏହି ବିସ୍ଫୋରଣ ହୋଇଛି । ପୋଲିସ ସୂଚନା ଅନୁସାରେ, ପଶ୍ଚିମ ଆଫଗାନିସ୍ତାନର ସହର ହେରାତ ମସଜିଦ ବିସ୍ଫୋରଣରେ ତାଲିବାନ ସମର୍ଥିତ ହାଇ ପ୍ରୋଫାଇଲ ଇମାମ ଏବଂ ନାଗରିକଙ୍କ ମୃତ୍ୟୁ ହୋଇଛି।






More Stories
NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ…..
ପୁଣି ଆନ୍ଦୋଳନକୁ ଓହ୍ଲାଇବ CJP…..
ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ବୃଦ୍ଧି ବିଲ୍ ଗୃହୀତ…..