ରିପୋର୍ଟ କାର୍ଡ / ପୁରୀ
ଆଜିଠୁ ରାଜ୍ୟର ଆରମ୍ଭ ହେଉଛି ନାଇଟ୍ କର୍ଫ୍ୟୁ । ଏହାକୁ ଦୃଷ୍ଟିରେ ରଖି ଆଜି ରାତି ୮ଟାରୁ ପରେ ଆଉ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କୁ ଛଡ଼ା ଯିବନାହିଁ । ରାତି ସାଢ଼େ ୮ଟା ସୁଦ୍ଧା ଶ୍ରୀମନ୍ଦିର ପରିସରକୁ ଖାଲି କରାଯିବ । ରାତି ୯ରୁ ନାଇଟ କର୍ଫ୍ୟୁ ଲାଗୁ ହେଉଥିବାରୁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନେଇଛନ୍ତି। ରାତି ୮ଟାରୁ ଦର୍ଶନ ବ୍ୟବସ୍ଥା ଥିବା ବ୍ୟାରିକେଡ୍ ହେବ ସିଲ୍ । ରାତି ୯ଟାରୁ ସକାଳ ୫ଟା ଯାଏ ରାତ୍ରିକାଳୀନ କର୍ଫ୍ୟୁ ବଳବତ୍ତର ରହିବ । ଏହି ସମୟରେ କେବଳ ଅତ୍ୟାବଶ୍ୟକ ସେବା, ସ୍ୱାସ୍ଥ୍ୟ ସେବା ଜାରି ରହିବ । କାମ ନଥିଲେ ଘରୁ ବାହାରିବାକୁ । ନିୟମର ଉଲ୍ଲଂଘନ କଲେ କଠୋର କାର୍ୟ୍ୟାନୁଷ୍ଠାନ ହେବ ବୋଲି ନିର୍ଦ୍ଦେଶ।






More Stories
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..
ଡିଜିପି ନିଯୁକ୍ତି ମାମଲା;ସେପ୍ଟେମ୍ବର ୨ରେ ପରବର୍ତ୍ତୀ ଶୁଣାଣି…..
ନୂଆ DGP ଚୟନ ପ୍ରକ୍ରିୟା ମାମଲାର ଆଜି ଶୁଣାଣି……