ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କିଛି ଦିନର ବ୍ୟବଧାନ ପରେ ପୁଣି ଘରୋଇ ଏଲପିଜି ସିଲିଣ୍ଡର ଦର ବୃଦ୍ଧି ପାଇଛି ।୧୪.୨ କେଜି ଏଲପିଜି ସିଲିଣ୍ଡର ପିଛା ୫୦ଟଙ୍କା ବୃଦ୍ଧି କରାଯାଇଥିବା ବେଳେ ୫ କେଜିର ଛୋଟ ସିଲିଣ୍ଡରର ଦାମ ୧୮ଟଙ୍କା ବୃଦ୍ଧି କରାଯାଇଛି । ବର୍ତ୍ତମାନର ଦରବୃଦ୍ଧି ଯୋଗୁ ରାଜଧାନୀ ଦିଲ୍ଲୀରେ ଏଲପିଜି ସିଲିଣ୍ଡର ଦାମ୍ ୧୦୫୩ ଟଙ୍କା ରହିଛି । ସେପଟେ ବ୍ୟବସାୟୀକ ସିଲିଣ୍ଡରର ଦାମ୍ ହ୍ରାସ କରାଯାଇଥିବା କୁହାଯାଇଛି । ୧୯ କେଜି କମର୍ସିଆଲ ସିଲିଣ୍ଡର ଦର ୮.୫୦ ପଇସା ହ୍ରାସ ପାଇଛି । କିଛି ଦିନ ପୂର୍ବରୁ ମଧ୍ୟ ବ୍ୟବସାୟୀକ ସିଲିଣ୍ଡରର ଦାମ୍ ହ୍ରାସ ପାଇଥିଲା ।






More Stories
ଜାଣନ୍ତୁ ଚଳିତବର୍ଷର ବଜେଟ୍…..
ବଢିଲା ଏଲପିଜି ସିଲିଣ୍ଡର ଦର….
ରାଷ୍ଟ୍ରପତିଙ୍କୁ ଭେଟିଲେ ନିର୍ମଳା ସୀତାରମଣ……