ରିପୋର୍ଟ କାର୍ଡ / ବଲାଙ୍ଗୀର
ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଆଗଲପୁର ବ୍ଲକ୍ ମୁଖ୍ୟ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଫୁଲ୍ଲ କୁମାର ସାଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି | ଏକାକାଳୀନ ୩ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଜାରି ରଖିଛି । ଅଫିସ୍ ସହିତ ଗାନ୍ଧି ନଗରପଡ଼ା ଓ ହାଟପଦା ପଡ଼ା ଘରେ ଚାଲିଛି ଚଢ଼ାଉ ।
More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..