ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ୱନ୍ଦ୍ୱ କୁ ଦୂର କରିଛି ଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାଙ୍କ ବୟସ ୬ କିମ୍ବା ତଦୁର୍ଦ୍ଧ ହେବା ଆବଶ୍ୟକ। ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଜାତୀୟ ଶିକ୍ଷାନୀତି-୨୦୨୦ ଆଧାରରେ ନିୟମ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି। ୬ ବର୍ଷ ବୟସ ଗଣନା ନେଇ ମଧ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ରଖାଯାଇଛି । ମାର୍ଚ୍ଚ ୩୧ ପରିବର୍ତ୍ତେ ସେପ୍ଟେମ୍ବର ୧ ତାରିଖକୁ ବୟସ ସୀମା ଧରାଯିବ।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..