ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅଗଷ୍ଟ ୧୬ରୁ ରାଜ୍ୟରେ ଆରମ୍ଭ ହେବ ୟୁଜି -ପିଜି କ୍ଲାସ୍। ପିଜି ପ୍ରଥମ ବର୍ଷ, ୟୁଜି ପ୍ରଥମ ଓ ଦ୍ଵିତୀୟ ବର୍ଷର ଛାତ୍ରଛାତ୍ରୀମାନେ କ୍ଲାସ୍ ରୁମ୍ରେ ପାଠପଢା ହେବ। ତେବେ ୟୁଜି ଓ ପିଜି ଶେଷ ବର୍ଷର ଛାତ୍ରଛାତ୍ରୀମାନଙ୍କର ଅନଲାଇନ୍ରେ ପରୀକ୍ଷା ହେବ। ଛାତ୍ରଛାତ୍ରୀମାନଙ୍କ ପାଇଁ ହଷ୍ଟେଲ ଖୋଲିବ। ଏନେଇ ଟ୍ଵିଟ୍ କରି ସୂଚନା ଦେଲା ଉଚ୍ଚ ଶିକ୍ଷା ବିଭାଗ। ମହାମାରୀ କରୋନା କଟକଣା ପାଇଁ ଦୀର୍ଘ ଦିନ ଧରି ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଏବେ କୋଭିଡ୍ ଗାଇଡଲାଇନ୍ ମଧ୍ୟରେ କ୍ଲାସ୍ ରୁମ୍ରେ ପୁଣି ପାଠପଢା ଆରମ୍ଭ କରିବେ ଛାତ୍ରଛାତ୍ରୀ।






More Stories
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..