ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ ବୈଠକ । ସନ୍ଧ୍ୟା ସାଢ଼େ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୈଠକରେ ଯୋଗଦେବେ। ମନ୍ତ୍ରୀମାନେ ଲୋକସେବା ଭବନ ଓ ଜିଲ୍ଲା ମୁଖ୍ୟାଳୟରୁ ଯୋଡ଼ି ହେବେ । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ପରେ ମଞ୍ଜୁରୀ ହେବା ନେଇ ସୂଚନା ମିଳିଛି ।






More Stories
ଆକାଶମାର୍ଗରୁ ବନ୍ୟାସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ……
ଆଜିଠୁ ଖୋଲିଲା ଭିତରକନିକା…..
ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ….