ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ଏହି ବୈଠକ ଭର୍ଚୁଆଲ୍ ମୋଡ୍ ରେ ଅନୁଷ୍ଠିତ ହେବ । ଆଜିର ବୈଠକରେ ୧୦ରୁ ଅଧିକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିପାରେ। ପଞ୍ଚାୟତିରାଜ, ଅର୍ଥ, ରାଜସ୍ବ, ପୂର୍ତ୍ତ ଓ ସାଧାରଣ ପ୍ରଶାସନ ବିଭାଗର ପ୍ରସ୍ତାବ ଆସିବ ବୋଲି ସୂଚନା ମିଳିଛି। ଭୁବନେଶ୍ବରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ଏବଂ ବାହାରେ ଥିବା ମନ୍ତ୍ରୀମାନେ ଜିଲ୍ଲା ମୁଖ୍ୟାଳୟରୁ ଭିଡିଓ କନ୍ ଫରେନ୍ସିଂ ଜରିଆରେ କ୍ୟାବିନେଟ୍ ବୈଠକରେ ସାମିଲ ହେବେ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..