ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୩୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୫୧୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୬୩୭୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୩୫୫୨୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।
More Stories
୨ ଗ୍ରାମବାସୀଙ୍କୁ ହତ୍ୟା କଲେ ନକ୍ସଲ…..
ପ୍ରଫେସରଙ୍କ ଘରେ ସିବିଆଇ ରେଡ଼…..
ମୁଖ୍ୟମନ୍ତ୍ରୀଙ୍କ ନାମରେ ମାମଲା ରୁଜୁ…..