ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୧ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ, ବରଗଡ, ଢେଙ୍କାନାଳ, ମୟୂରଭଞ୍ଜରୁ ୫ ଲେଖାଏଁ, କଟକ, ଯାଜପୁର, ନୟାଗଡ, ପୁରୀ, ସୁନ୍ଦରଗଡରୁ ୩ ଲେଖାଏଁ, ଭଦ୍ରକ, ଦେବଗଡ, ଗଞ୍ଜାମ, ଜଗତସିଂହପୁରରୁ ୨ ଜଣ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..