ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଶିଷ୍ଟ ହୃଦ୍ରୋଗ ବିଶେଷଜ୍ଞ ତଥା ଶିକ୍ଷାବିତ୍ ଡାକ୍ତର ଅକ୍ଷୟ କୁମାର ବିଶୋୟୀ ଏମ୍ସ ଭୁବନେଶ୍ୱରର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ତାଙ୍କର ୩୦ବର୍ଷରୁ ଅଧିକ ସମୟର କାର୍ଯ୍ୟକାଳ ମଧ୍ୟରେ ସେ ୩୨ ହଜାରରୁ ଅଧିକ ଅସ୍ତ୍ରୋପଚାର ସଫଳତାର ସହ କରିଛନ୍ତି । ସୂଚନାଯୋଗ୍ୟ ଡାକ୍ତର ବିଶୋୟୀ ବର୍ତ୍ତମାନ ଦିଲ୍ଲୀ ଏମ୍ସରେ କାର୍ଯ୍ୟ କରୁଛନ୍ତି ।






More Stories
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..