ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକୁ ବନ୍ଦ ଘୋଷଣା କଲେ ସରକାର । ଜାନୁଆରୀ ୧୦ ତାରିଖରୁ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ ହେବ। କେବଳ ମେଡିକାଲ କଲେଜ ଓ ନର୍ସିଂ କଲେଜ ବ୍ୟତୀତ ରାଜ୍ୟର ସମସ୍ତ କଲେଜ ବନ୍ଦ ରହିବ । ଅନ୍ୟ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିଲେ ବି ଅନ୍ଲାଇନ୍ କ୍ଲାସ୍ ଜାରି ରହିବ ବୋଲି କୁହାଯାଇଛି। ଏନେଇ ଆଜି ଏସଆରସି ନିର୍ଦ୍ଦେଶାନାମା ଜାରି କରିଛନ୍ତି । ରାଜ୍ୟରେ କରୋନା ସହିତ ଓମିକ୍ରନ ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି |






More Stories
ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ…..
ଡାଲମା ହାଣ୍ଡିରେ ବିଷାକ୍ତ ସାପ,୩୦ ଅସୁସ୍ଥ …..
‘ଏସ୍ଓପି’ ନ ମାନିଲେ ଦରମା ବନ୍ଦ…..