ରିପୋର୍ଟ କାର୍ଡ / ଭୁବନେଶ୍ଵର
ସବୁ ଚୁକ୍ତି ଭିତ୍ତିକ ନିଯୁକ୍ତି ନିୟମିତ ହେବ | ଚୁକ୍ତି ଭିତ୍ତିକ କର୍ମଚାରୀଙ୍କୁ ଦୀପାବଳି ଏବଂ ମୁଖ୍ୟମନ୍ତ୍ରୀ ଙ୍କ ଜନ୍ମଦିନ ପୂର୍ବରୁ ବଡ ଉପହାର ଦେଇଛନ୍ତି | ଆଜି ବସିଥିବା କ୍ୟାବିନେଟ ନିଷ୍ପତ୍ତି ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି | ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଚୁକ୍ତି ଭିତ୍ତିକ ଯୁଗ ଶେଷ ହୋଇଛି । ଆସନ୍ତାକାଲି ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବ । ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବ । ଏଥିପାଇଁ ହାରାହାରି ଅଧିକ ୧୩ଶହ କୋଟି ଟଙ୍କା ଖର୍ଚ୍ଚ ହେବ ।






More Stories
କଂଗ୍ରେସ ଛାଡିଲେ ଜୟରାମ…..
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
୧୬ରେ ରାଜ୍ୟସଭା ନିର୍ବାଚନ…..