ରିପୋର୍ଟ କାର୍ଡ / କଟକ
ଆସନ୍ତାକାଲି ହେଉଛି ପୁରୁଷ ହକି ବିଶ୍ୱକପ୍ର ଉଦ୍ଘାଟନୀ ଉତ୍ସବ। କଟକର ବାରବାଟୀ ଷ୍ଟାଡିୟମରେ କରାଯାଇଛି ବିଶେଷ କାର୍ଯ୍ୟକ୍ରମର ଆୟୋଜନ। ଏହି ଉଦ୍ଘାଟନୀ ଉତ୍ସବ ପାଇଁ ଆସନ୍ତାକାଲି କଟକ ସହରରେ ଥିବା ସମସ୍ତ ସ୍କୁଲ୍, କଲେଜ ଗୁଡ଼ିକୁ ଦିନ ୨ଟାରୁ ଛୁଟି କରି ଦେବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଛି ନିର୍ଦ୍ଦେଶ। କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି କହିଛନ୍ତି, ହକି ବିଶ୍ୱକପ ଉଦଘାଟନୀ ଉତ୍ସବ ପାଇଁ କଟକରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଏବଂ କଲେଜ ଦିନ ୨ଟାରୁ ବନ୍ଦ ରହିବ। କଟକରେ ଉଦ୍ଘାଟନୀ ଉତ୍ସବ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……