ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ରୀୟ ଟ୍ରେଡ ୟୁନିୟନ ୧୨ ଦଫା ଦାବି ନେଇ ଆଜି ଓ ଆସନ୍ତା କାଲି ବନ୍ଦ ଡାକରା ଦେଇଛି। ଏହାକୁ ଆଖି ଆଗରେ ରଖି ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୁଇ ଦିନ ପାଇଁ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି । ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିବା ସୂଚନା ମିଳିଛି । ପରବର୍ତ୍ତୀ ସମୟରେ ନୂତନ ତାରିଖ ଘୋଷଣା କରାଯିବ ।






More Stories
ଫିଟିଲା ଯାଜପୁର ଗୁଳି କାଣ୍ଡର ଗୁମର: ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର…..
ମାଆ ହତ୍ୟାର ଗୁମର ଖୋଲିଲା ପୁଅ…..
ମାନସ ମଙ୍ଗରାଜଙ୍କୁ ବଡ଼ ଦାୟିତ୍ୱ…..