ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ଏହାପୂର୍ବରୁ ବିଧାନସଭାର ସୁପରିଚାଳନା ନେଇ ଆସନ୍ତା ୨୦ ତାରିଖରେ ବସିବ ସର୍ବଦଳୀୟ ବୈଠକ । ଏହି ବୈଠକରେ ବିଧାନସଭା କିପରି ଚାଲିବ ସେ ନେଇ ଉଭୟ ଶାସକ ଓ ବିରୋଧୀ ଦଳ ନେତା ଙ୍କଠାରୁ ନିଆଯିବ ମତାମତ । ଏହି ବଜେଟ ଅଧିବେଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏଥିରେ ୨୦୨୩-୨୦୨୪ ବର୍ଷ ପାଇଁ ଆସିବ ପୂର୍ଣ୍ଣାଙ୍ଗ ବଜେଟ | ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଗୃହ ଚାଲିବ |






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..