ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତା ୨୧ ତାରିଖରେ ବସିବ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବୈଠକ। ସେହି ଦିନ ପୂର୍ବାହ୍ନ ୧୧ଟାରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ୨୨ରେ ବଜେଟ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ସହଯୋଗ ଲୋଡ଼ିବେ ବାଚସ୍ପତି।ବଜେଟ ଅଧିବେଶନ ଜୁଲାଇ ୨୫ ତାରିଖ ଯାଏଁ ଚାଲିବ | ବୈଠକ ପୂର୍ବରୁ ନିଯୁକ୍ତ ହେବେ ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପ ମୁଖ୍ୟ ସଚେତକ। ସେହିପରି ଆସନ୍ତା ୨୩ ତାରିଖରେ ଉପ ବାଚସ୍ପତି ପଦ ଲାଗି ନାମାଙ୍କନ ହେବ। ସେହିଦିନ ୧୨ଟା ସୁଦ୍ଧା ନାମାଙ୍କନ ଦାଖଲ ହେବ ଏବଂ ୨୪ ତାରିଖରେ ଫଳାଫଳ ଘୋଷଣା କରାଯିବ।






More Stories
ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ…..
ଷ୍ଟାଡିୟମ ଭିତରକୁ ପାଣି ବୋତଲ, କଏନ,କଲମ ମନା…..
ଲଘୁ ଖଣିଜରୁ ସଂଗୃହୀତ ପାଣ୍ଠି ସେହି ଜିଲ୍ଲାରେ ଖର୍ଚ୍ଚ କରାଯିବ……