ରିପୋର୍ଟ କାର୍ଡ / ଭୁବନେଶ୍ବର
ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ। ଏହା ପୂର୍ବରୁ ଫେବୃଆରୀ ୧୨ରେ ବସିବ ସର୍ବଦଳୀୟ ବୈଠକ। ଦିନ ୧୧ଟାରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଫେବୃଆରୀ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ।
More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..