ରିପୋର୍ଟ କାର୍ଡ / ଭୁବନେଶ୍ବର
ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ। ଏହା ପୂର୍ବରୁ ଫେବୃଆରୀ ୧୨ରେ ବସିବ ସର୍ବଦଳୀୟ ବୈଠକ। ଦିନ ୧୧ଟାରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଫେବୃଆରୀ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ।
More Stories
ଭୁବନେଶ୍ୱର କୋର୍ଟକୁ ବୋମା ଧମକ…..
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..