ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ବରର ସବୁ ଧାର୍ମିକ ଅନୁଷ୍ଠାନ ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି। କୋଭିଡ଼ ସଂକ୍ରମଣ ଯୋଗୁଁ ବିଏମସି ଏଭଳି ନିଷ୍ପତ୍ତି ନେଇଛି। ଆସନ୍ତାକାଲିଠାରୁ ଲାଗୁ ହେବ ନିୟମ । ଶ୍ରଦ୍ଧାଳୁଙ୍କୁ ଧାର୍ମିକ ଅନୁଷ୍ଠାନ ଭିତରକୁ ପ୍ରବେଶ ପାଇଁ ରୋକ ଲାଗିଛି। ଧାର୍ମିକ ଅନୁଷ୍ଠାନରେ କେବଳ ଦୈନନ୍ଦିନ ନୀତିକାନ୍ତି ଓ ପୂଜାର୍ଚ୍ଚନା ହେବ । ବିଭିନ୍ନ ଧର୍ମଗୁରୁ ଓ କର୍ମକର୍ତ୍ତାଙ୍କ ସହ ଭିଡିଓ କନ୍ଫରେନ୍ସି ଜରିଆରେ ଆଲୋଚନା ପରେ ଏପରି ନିଷ୍ପତ୍ତି ନିଆଯାଇଛି । ଏନେଇ ଖୁବଶୀଘ୍ର ବିଏମସି ପକ୍ଷରୁ ଗାଇଡଲାଇନ୍ ଜାରି ହେବ ।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..