Report Card Odisha

| Daily Odia News

୨୭ରେ ସବୁ ସ୍କୁଲ, କଲେଜ ଛୁଟି……

ରିପୋର୍ଟ କାର୍ଡ / ସମ୍ବଲପୁ 

ଆସନ୍ତା ୨୭ ତାରିଖରେ ରାଜ୍ୟରେ ସବୁ ସ୍କୁଲ, କଲେଜ ଛୁଟି। ସମ୍ବଲପୁରର ମା’ ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଚତୁର୍ଥ ଶନିବାର ଯୋଗୁଁ ସରକାରୀ ଅଫିସ୍ ମଧ୍ୟ ବନ୍ଦ ରହିବ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଆସନ୍ତା ଶନିବାର ହେବ। ଏଥିପାଇଁ ୨୭ ତାରିଖକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।

Breaking News