ରିପୋର୍ଟ କାର୍ଡ / ଭୁବନେଶ୍ୱର
ତିନି ଦିନ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଳନ ହେବ। ନୂଆଖାଇ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ପୂର୍ବରୁ ରାଜ୍ୟ ସରକାର ନୂଆଖାଇ ପାଇଁ ସେପ୍ଟେମ୍ବର ୯ ତାରିଖ କୁ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ଆଜି ସରକାର ଘୋଷଣା କରିଛନ୍ତି ଯେ, ଆସନ୍ତା ୯ ତାରିଖ ସୋମବାର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ଛୁଟି ରହିବ। ସ୍କୁଲ ଛୁଟି ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୯ ତାରିଖ ସୋମବାର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ଛୁଟି ରହିବ।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..