ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଆଜିବି କାରଣ ସଂକ୍ରମଣ ୪ ଲକ୍ଷ ଅତିକ୍ରମ କରୁଛି । ଦେଶରେ ୨୪ ଘଣ୍ଟାରେ ୪,୦୩,୭୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରାମିତଙ୍କ ମିଶାଇ ଦେଶରେ ପଜିଟିଭ ସଂଖ୍ୟା ୨,୨୨,୯୬,୪୧୪କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ୪,୦୯୨ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୪୨,୩୬୨ରେ ପହଞ୍ଚିଛି। ଦିନକରେ ୩,୮୬,୪୪୪ ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୮୩,୧୭,୪୦୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୭,୩୬,୬୪୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..